ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ହିମାଳଚ ପ୍ରଦେଶରେ ବାଦଲ ଫଟା ବର୍ଷା କାରଣରୁ ୧୪ ଜଣଙ୍କ ମୃତ୍ୟୁ ଘଟିଛି । ସାମେଜ ଓ ବାଗି ବ୍ରିଜ ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରେ ପ୍ରବଳ ବର୍ଷାରେ ଭାସିଯିବାରୁ ଏଭଳି ଅଘଟଣ ଘଟିଛି । ଉଦ୍ଧାରକାର୍ଯ୍ୟରେ ଏନଡିଆରଏଫ ଟିମ୍ ରହିଥିବା ବେଳେ ଏଯାଏଁ ୧୪ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏହାସହ ୧୦ ଜଣ ନିଖୋଜ ଥିବା ନେଇ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଏବେ ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..