ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବିଶିଷ୍ଟ କଣ୍ଠଶିଳ୍ପୀ ବାଣୀ ଜୟରାମ ଙ୍କର ପରଲୋକ ହୋଇଛି | ୭୮ ବର୍ଷ ବୟସ ରେ ତାଙ୍କର ବିୟୋଗ ହୋଇଛି | ଆଜି ଚେନ୍ନାଇ ସ୍ଥିତ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି କଣ୍ଠଶିଳ୍ପୀ ବାଣୀ ଜୟରାମ | ନିକଟରେ ତାଙ୍କୁ ପଦ୍ମ ଭୂଷଣ ସମ୍ମାନରେ ସମ୍ମାନିତ ହୋଇଥିଲେ | ପ୍ରାୟ ୧୦ ହଜାର ରୁ ଅଧିକ ଗୀତରେ କଣ୍ଠଦାନ କରିଛନ୍ତି | ଅନେକ ଓଡ଼ିଆ ଗୀତ ମଧ୍ୟ ଗାଇଛନ୍ତି |






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….