ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାର ଆଇପିଏସ୍ ଅଫିସରଙ୍କୁ ପଦୋନ୍ନତି ଦେଇଛନ୍ତି। ସେମାନେ ଡିଆଇଜି ପାହ୍ୟାକୁ ଉନ୍ନୀତ ହୋଇଛନ୍ତି। ୬ ଆଇପିଏସ୍ ଅଫିସର ହେଉଛନ୍ତି ୨୦୧୦ ବ୍ୟାଚ୍ର। ଡିଆଇଜି ଭାବେ ପଦୋନ୍ନତି ପାଇଥିବା ଆଇପିଏସ୍ ଅଫିସରମାନେ ହେଉଛନ୍ତି- ମିତ୍ରଭାନୁ ମହାପାତ୍ର, ସାରା ଶର୍ମା, କନୱର ବିଶାଲ ସିଂ, ଆଶିଷ କୁମାର ସିଂହ, ପାରୁଲ ଗୁପ୍ତା ଓ ଶିବା ସୁବ୍ରମଣି। ଏହି ୬ ଜଣଙ୍କ ମଧ୍ୟରୁ ଆଶିଷ କୁମାର ସିଂହ, ପାରୁଲ ଗୁପ୍ତା ଓ ଶିବା ସୁବ୍ରମଣି ଏବେ କେନ୍ଦ୍ରୀୟ ଡେପୁଟେସନରେ ଅଛନ୍ତି।






More Stories
କାଳବୈଶାଖୀ ସମ୍ଭାବନା…..
ଇସ୍ତଫା ଦେଲେ ସସ୍ମିତ ପାତ୍ର…..
ଓଏଏସ୍ ସ୍ତରରେ ଅଦଳବଦଳ…..