ରିପୋର୍ଟ କାର୍ଡ / ବ୍ରହ୍ମହପୁର
ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସ୍ଥିତ ବାଳକମାନଙ୍କ ପାଇଁ ଉଦ୍ଦିଷ୍ଟ ପର୍ଯ୍ୟବେକ୍ଷଣ ଆବାସ ଓ ସ୍ବତନ୍ତ୍ର ଆବାସରୁ ୬ଜଣ ଅନ୍ତେବାସୀ ଫେରାର ହୋଇଯାଇଥିବା ସୂଚନା ମିଳିଛି । ରବିବାର ରାତିରେ କାର୍ଯ୍ୟରତ ରାତ୍ର ଜଗୁଆଳୀଙ୍କୁ ମାଡ ମାରି ଫାଟକ ଡେଇଁ ଚମ୍ପଟ ମାରିଥିବା ଜଣାପଡିଛି । ଅନ୍ତେବାସୀଙ୍କ ମାଡରେ ରାତ୍ର ଜଗୁଆଳୀ ଜଣକ ଆହତ ହୋଇଛନ୍ତି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତନାଘନା ଆରମ୍ଭ କରିଛି । ଏ ନେଇ ଥାନାରେ ଏତଲା ଦିଆଯାଇଛି । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।






More Stories
ଡାଲମା ହାଣ୍ଡିରେ ବିଷାକ୍ତ ସାପ,୩୦ ଅସୁସ୍ଥ …..
ଫାଟିଲା ଗ୍ୟାସ୍ ସିଲିଣ୍ଡର; ଜଳିଲା ବଜାର….
ତହସିଲ୍ଦାରଙ୍କ ଘରେ ଭିଜିଲାନ୍ସ ରେଡ଼…..