ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ସାଲିଆସାହିରେ ଉଚ୍ଛେଦ ଚାଲିଛି। ତେବେ ସବୁ ବସ୍ତି ବାସିନ୍ଦାଙ୍କୁ ମିଳିବ ସରକାରୀ ଘର ଏ ନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଯେଉଁମାନେ ଘର ଛାଡୁନାହାନ୍ତି ସେମାନଙ୍କୁ କିଛି ଲୋକ ବିଭ୍ରାନ୍ତ କରୁଛନ୍ତି। ତାର କାରଣ ହେଲା ସେମାନେ ଏକାଧିକ ଘରକୁ ଭଡ଼ା ସୂତ୍ରରେ ଦେଇଛନ୍ତି। ସେମାନଙ୍କ ଘର କାଳେ ଭାଙ୍ଗିଯିବ ସେ ଭୟରେ ସେମାନେ ବିଭ୍ରାନ୍ତି କରୁଛନ୍ତି।






More Stories
କଟିଲେ ୨୪.୩୩ ଲକ୍ଷ ଭୋଟର…..
ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍ଏମ୍ଡିଆର୍ ବିଲ୍……
୨୮ରେ ରାଜ୍ୟ କ୍ୟାବିନେଟ୍ ବୈଠକ……