ରିପୋର୍ଟ କାର୍ଡ / ଅନୁଗୁଳ
ଜନ୍ମ କଲା ମା’କୁ ପିଟି ପିଟି ହତ୍ୟା କଲା ପୁଅ। ହତ୍ୟାକାରୀ ପୁଅକୁ ପୋଲିସ ଅଟକ ରଖି ପଚରାଉଚରା ଜାରି ରଖିଥିବା ସୂଚନା ମିଳିଛି। ଅନୁଗୁଳ ଜିଲ୍ଲାର ଜରାପଡ଼ା ଥାନା ଅନ୍ତର୍ଗତ ପରାଗାଁରେ ଏହି ହତ୍ୟାକାଣ୍ଡ ଘଟିଛି। ମା’କୁ ପିଟି ପିଟି ପୁଅ ମାରିଦେଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ ସହ ତଦନ୍ତ ଆରମ୍ଭ କରିଛି। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବାବେଳେ ଅଭିଯୁକ୍ତ ପୁଅକୁ ଅଟକ ରଖି ପଚରାରଚରା ଜାରି ରଖିଥିବା ଜଣାପଡ଼ିଛି।






More Stories
ଆମ ବସ୍’ ଯାତ୍ରା ମାଗଣା…..
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..
ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ…..