ରିପୋର୍ଟ କାର୍ଡ / ଗଞ୍ଜାମ
ଗଞ୍ଜାମ ଜିଲ୍ଲାର ସୁନାପୁର ବିଚକୁ ଅନ୍ତର୍ଜାତୀୟ ବ୍ଲୁ ଫ୍ଲାଗ ବିଚର ମାନ୍ୟତା ମିଳିଛି । ଏନେଇ ନିଜ ସୋଶାଲ ମିଡିଆ ହ୍ୟାଣ୍ଡଲ ଏକ୍ସରେ ଫଟୋ ସେୟାର କରିବା ସହ ଖୁସିବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବେଶ ମାନ, ପରିଷ୍କାର ପରିଚ୍ଛନ୍ନତା ଓ ପର୍ଯ୍ୟଟକ ଅନୁକୁଳ ପରିବେଶ ଭଳି ଦିଗକୁ ଦେଖି ଏହି ମାନ୍ୟତା ପ୍ରଦାନ କରାଯାଇଛି । ବ୍ଲୁପ୍ଲାଗ ବିଚର ମାନ୍ୟତା ପାଇବା ପରେ ଏହା ପର୍ଯ୍ୟଟନ ଶିଳ୍ପର ଅଭିବୃଦ୍ଧିରେ ବେଶ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।






More Stories
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..
ସରକାରଙ୍କ ଉପରେ ବର୍ଷିଲେ ନବୀନ…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..