ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସୋନିଆ ଗାନ୍ଧିଙ୍କୁ ଦିଲ୍ଲୀର ଶ୍ରୀ ଗଙ୍ଗା ରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜ୍ୱର ଆସିବା ପରେ ତାଙ୍କୁ ସେଠାରେ ଭର୍ତ୍ତି କରାଯାଇଛି। ସେ ଡାକ୍ତରମାନଙ୍କ ନିରୀକ୍ଷଣରେ ଅଛନ୍ତି ଓ ତାଙ୍କ ଅବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ଏହା ପୂର୍ବରୁ ଚଳିତ ବର୍ଷ ସୋନିଆ ଗାନ୍ଧି ଦୁଇ ଥର ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଗତ ଜାନୁଆରୀ ୧୨ ତାରିଖରେ ତାଙ୍କୁ ଶ୍ରୀ ଗଙ୍ଗା ରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଭାଇରାଲ ଇନ୍ଫେକ୍ସନ ଯୋଗୁ ସେ ଭର୍ତ୍ତି ହୋଇଥିଲେ। ଜାନୁଆରୀ ୧୭ ତାରିଖରେ ସେ ଡିସ୍ଚର୍ଜ ହୋଇଥିଲେ।






More Stories
ପଶ୍ଚିମବଙ୍ଗ,ତାମିଲନାଡୁ ସମେତ ୫ ରାଜ୍ୟର ନିର୍ବାଚନ ଫଳାଫଳ…..
ପଶ୍ଚିମବଙ୍ଗରେ ଅତିରିକ୍ତ ୧୬୫ ପର୍ଯ୍ୟବେକ୍ଷ ଓ ୭୭ ପୋଲିସ ପର୍ଯ୍ୟବେକ୍ଷ ନିଯୁକ୍ତ……
ପଶ୍ଚିମବଙ୍ଗରରେ ପୁନଃ ମତଦାନ ଆରମ୍ଭ……