ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ଇଡିରେ ହାଜର ହେବେ କଂଗ୍ରେସ ସୁପ୍ରିମୋ ସୋନିଆ ଗାନ୍ଧୀ । ପୂର୍ବରୁ ରାହୁଲ ଗାନ୍ଧୀଙ୍କୁ ଇଜି ପଚରାଉଚରା କରି ସାରିଛି । ଇଡି ସୋନିଆଙ୍କୁ ନ୍ୟାସନାଲ ହେରାଲ୍ଡ ମାମଲାରେ ପଚରା ଉଚରା କରିବାକୁ ଡାକିଛି। ତେବେ ଏହି ମାମଲାକୁ କଂଗ୍ରେସ ବଡ ପ୍ରସଙ୍ଗ କରିବାକୁ ଚାହୁଁଛି। ଏଥିପାଇଁ ଦଳ ଆଜି ଶକ୍ତି ପ୍ରଦର୍ଶନ କରିବାକୁ ପ୍ରସ୍ତୁତି କରିଛି।






More Stories
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..
ଆଜିଠୁ ଏସୀୟ କ୍ରୀଡ଼ା ମହାକୁମ୍ଭ…..
ପାକିସ୍ତାନରେ ବିସ୍ଫୋରଣ;୧୫ ମୃତ…..