ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅଭିନେତା ସୋନୁ ସୁଦ୍ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ସୋନୁ ଓଡ଼ିଶା ଗସ୍ତରେ ଆସି ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ସହ କେବଳ ସୌଜନ୍ୟମୂଳକ ସାକ୍ଷାତକାର ଥିଲା ବୋଲି କହିଛନ୍ତି। ଉଲ୍ଲେଖ ଯୋଗ୍ୟ -ଅଭିନେତା ସୋନୁ ସୁଦ୍ କରୋନା ସମୟରେ ଅନେକ ଲୋକଙ୍କୁ ସାହଯ୍ୟ କରି ଚର୍ଚ୍ଚାରେ ରହିଥିଲେ । ବାହାରେ ଫସିଥିବା ଓଡ଼ିଆଙ୍କୁ ମଧ୍ୟ ଫେରାଇ ଆଣିବାରେ ସେ ସହଯୋଗ କରିଥିଲେ । ଯାହାକୁ ନେଇ ମୁଖ୍ୟମନ୍ତ୍ରୀ ମଧ୍ୟ ତାଙ୍କର ପ୍ରଶଂସା କରିଥିଲେ ।






More Stories
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……
ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି,ଏଠାରୁ ପରିବର୍ତ୍ତନର ଆରମ୍ଭ :ଧର୍ମେନ୍ଦ୍ର….
ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ….