ରିପୋର୍ଟ କାର୍ଡ / ଭୁବନେଶ୍ୱର
ମଡ଼େଲ୍ ସୌମ୍ୟରଞ୍ଜନ ପାଣିଗ୍ରାହୀଙ୍କ ଆତ୍ମହତ୍ୟା ଘଟଣାକୁ ୨ ମାସ ପରେ ଆକ୍ସନ ନେଇଛି ପୋଲିସ | ଗାୟିକା ସୋନାଲି ନନ୍ଦ ଓ ତାଙ୍କ ମାଆଙ୍କ ନାଁରେ ମାମଲା ରୁଜୁ ହୋଇଥିବା ଜଣାପଡିଛି |ପୁଅ ମୃତ୍ୟୁ ପାଇଁ ଗାୟିକା ସୋନାଲି ନନ୍ଦ ହିଁ ଦାୟୀ ବୋଲି ଅଭିଯୋଗ ଆଣି ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ ମଧ୍ୟ ପୋଲିସ ଚୁପ ବସିଥିଲା । ହେଲେ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ଗାୟିକା ସୋନାଲି ନନ୍ଦଙ୍କ ନାଁରେ ମାମଲା ରୁଜୁ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଭୁବନେଶ୍ୱର ଇନଫୋସିଟି ଥାନାରେ ଗାୟିକା ସୋନାଲି ନନ୍ଦ ଓ ତାଙ୍କ ମା’ଙ୍କ ନାଁରେ ରୁଜୁ ହୋଇଛି ମାମଲା।
More Stories
ଇସ୍ରାଏଲ ଆକ୍ରମଣରେ ହିଜବୁଲ୍ଲା କମାଣ୍ଡର ଅଲି ଜାମୋଲ ନିପାତ…..
ନିଜକୁ ସାମ୍ବାଦିକା କହି ଭାରତର ରୁ ତଥ୍ୟ ସଂଗ୍ରହ କରୁଥିଲେ…..
କୁବେର ମୁଖ୍ୟଯନ୍ତ୍ରୀ ଗିରଫ…..