ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ତାମିଲନାଡୁରେ ହୋଇଥିବା ଟ୍ରେନ ଭୟାବହ ଅଗ୍ନିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୦ରେ ପହଞ୍ଚିଛି। ଏହାସହ ୨୦ ରୁୁ ଅଧିକ ଲୋକେ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଏହି ଅଗ୍ନିକାଣ୍ଡରେ ମୃତକଙ୍କ ପରିବାରକୁ ରେଳବାଇ ପକ୍ଷରୁ ୧୦ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଛି। ସୂଚନାଯୋଗ୍ୟ, ମଦୁରାଇ ଷ୍ଟେସନରେ ଠିଆ ହୋଇଥିବା ଉକ୍ତ ଟ୍ରେନର ଏକ ବଗିରେ ହଠାତ୍ ନିଆଁ ଲାଗି ଯାଇଥିଲା। ଏହି ଟ୍ରେନରେ ଯାତ୍ରୀ ବଗିରେ ନିଆଁ ଲାଗି ଯିବାରୁ ୧୦ ଜଣଙ୍କ ମୃତ୍ୟୁ ହେବା ସହ ଅନେକ ଆହତ ହୋଇଛନ୍ତି।






More Stories
ନଦୀରେ ଓଲଟିଲା ଡଙ୍ଗା…..
୧୫ ନବଜାତ ଜୀବନ୍ତ ଦଗ୍ଧ……
ସ୍ବାଇନ ଫ୍ଲୁ ସଂକ୍ରମଣ ; ସବୁ ସ୍କୁଲକୁ ସତର୍କତା ଜାରି…..