ରିପୋର୍ଟ କାର୍ଡ / ଭୁବନେଶ୍ୱର
ପ୍ରକାଶ ପାଇଲା ସ୍ପେଶାଲ OTET-୨୦୨୫ ରେଜଲ୍ଟ। ସେପ୍ଟେମ୍ବର ୨୭ ତାରିଖରେ ହୋଇଥିବା ପରୀକ୍ଷା ରେଜଲ୍ଟ ପ୍ରକାଶ ଶନିବାର ପ୍ରକାଶ ପାଇଛି। ପେପର-୧ରେ ୧୨ହଜାର ୯୮୮ କୃତକାର୍ଯ୍ୟ, ପାସ ହାର ୪୭.୧୭% ଥିବା ବେଳେ ପେପର ୨ରେ ୩୫ ହଜାର ୧୬୫ କୃତକାର୍ଯ୍ୟ ଏବଂ ପାସ ହାର ୭୮.୩୫% ରହିଛି। ମୋଟ ୪୮ ହଜାର ୧୫୩ ଜଣ କୃତକାର୍ଯ୍ୟ ନେଇ BSE ପକ୍ଷରୁ ସୂଚନା ଦିଆଯାଇଛି। ପରୀକ୍ଷାର୍ଥୀମାନେ www.bseodisha.ac.inରେ ରେଜଲ୍ଟ ଦେଖିପାରିବେ ।






More Stories
ବିଜେଡିକୁ ବାହୁଡ଼ିବେ ଅରବିନ୍ଦ!…..
ରାଜଧାନୀରେ ଯୁବତୀଙ୍କୁ ଅପହରଣ : ଜଣେ ଗିରଫ…..
ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ…..