ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୩୦ ତାରିଖରେ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ବସିବାକୁ ଯାଉଛି। ମହିଳା ସଂରକ୍ଷଣ ବିଲ ଉପରେ ଆଲୋଚନା ହୋଇପାରେ। ଆସନ୍ତା ୩୦ ତାରିଖରେ ବିଧାନସଭାରେ ସ୍ୱତନ୍ତ୍ର ଅଧିବେଶନ ବସିବାକୁ ଯାଉଛି। ମାତ୍ର ଗୋଟିଏ ଦିନ ପାଇଁ ଏହି ଅଧିବେଶନ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୧ଟାରୁ ଏହି ଅଧିବେଶନ ଆରମ୍ଭ ହେବ। ଅଧିବେଶନରେ ମହିଳା ସଂରକ୍ଷଣ ବିଲ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି।






More Stories
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..
ପାକିସ୍ତାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମି…..