ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭରତପୁର ଥାନା ମାମଲାରେ ସରକାର ନୂଆ ପଦକ୍ଷେପ ନେଇଛନ୍ତି। ସେନା ସୁରକ୍ଷା ଅଧିକାରୀଙ୍କ ପାଇଁ ଥାନାରେ କିଭଳି ବ୍ୟବହାର ରହିବ ସେ ନେଇ ରାଜ୍ୟ ସରକାର ଜାରି କରିଛନ୍ତି ସ୍ୱତନ୍ତ୍ର ଏସ୍ ଓ ପି। ଏନେଇ ଆଡଭକେଟ୍ ଜେନେରାଲ କୋର୍ଟଙ୍କୁ ଜଣାଇଛନ୍ତି। ଏହାର ଏକ କପି ହାଇକୋର୍ଟ ଓ ଆମିକସ୍ କ୍ୟୁରୀଙ୍କୁ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଭରତପୁର ଥାନା ଘଟଣାରେ ହୋଇଥିବା ସମସ୍ତ ମାମଲାର ତଦନ୍ତ ଜାରି ରହିଥିବା ନେଇ କୋର୍ଟଙ୍କୁ ଜଣାଇଛନ୍ତି ଆଡଭୋକେଟ୍ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ। ଭରତପୁର ଥାନା ଘଟଣାରେ ହୋଇଥିବା ସମସ୍ତ ମାମଲାର ତଦନ୍ତ ଜାରି ରହିଥିବା ନେଇ କୋର୍ଟଙ୍କୁ ଜଣାଇଛନ୍ତି ଆଡଭୋକେଟ୍ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ। ସେନା ସୁରକ୍ଷା ଅଧିକାରୀଙ୍କ ପାଇଁ ଥାନାରେ କିଭଳି ବ୍ୟବହାର ରହିବ ସେ ନେଇ ରାଜ୍ୟ ସରକାର ଜାରି କଲେ ସ୍ୱତନ୍ତ୍ର ଏସ୍ ଓ ପି। ଆସନ୍ତା ମଙ୍ଗଳବାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାଯାଇଛି।






More Stories
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..
ସମ୍ବଲପୁର ତହସିଲ ଦୁଇ ଭାଗ…..
ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ…..