ରିପୋର୍ଟ କାର୍ଡ / ଭୁବନେଶ୍ୱର
ଶିକାରୀଙ୍କୁ ଧରିବାକୁ ଜଙ୍ଗଲରେ ଲାଗିବ ସ୍ପାଏ କ୍ୟାମେରା। ଏନେଇ ବନ ବିଭାଗ ଗୁରୁତ୍ୱ ଦେଉଥିବା ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ମଙ୍ଗଳବାର ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି। ପାଇଲଟ ପ୍ରୋଜେକ୍ଟ ଭାବେ ଶିମିଳିପାଳ ଏବଂ ରାଉରକେଲାରେ ସ୍ପାଏ କ୍ୟାମେରା ଲାଗିଛି। ହେଲେ ଖୁବ୍ ଶ୍ରୀଘ୍ର ଡେବ୍ରିଗଡ଼ ଓ ଅନ୍ୟ ଅଭୟାରଣ୍ୟରେ ସ୍ପାଏ କ୍ୟାମେରା ଲାଗିବ ବୋଲି ମନ୍ତ୍ରୀ ଖୁଣ୍ଟିଆ କହିଛନ୍ତି। ଏପରିକି ଜଙ୍ଗଲ ଦେଇ ଯାଇଥିବା ରେଳ ଲାଇନରେ ମଧ୍ୟ ଏଆଇ କ୍ୟାମେରା ଲାଗିବ।





More Stories
ଆଜିଠୁ କଟକ ବାଲିଯାତ୍ରା,ଉଦ୍ଘାଟନ କରିବେ ରାଷ୍ଟ୍ରପତି…..
ବିଦ୍ୟାଭାରତୀ ଚାକିରିରୁ ନିଲମ୍ବିତ…..
ଚାଷ ଜମି ବୁଲିଲେ, ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ…..