ରିପୋର୍ଟ କାର୍ଡ / ମୁମ୍ବାଇ
ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ଉପରେ ଅଗଷ୍ଟ ୪ରେ ବୈଠକ ହେବ | ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କିଷନ କୁମାରଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅଗଷ୍ଟ ୪ରେ ବସିବ । ଭର୍ଚୁଆଲ ମିଟିରେ ପୁରୀ ଜିଲ୍ଲାପାଳ, ଏସପି, ସିଡିଏମଓ, ସମନ୍ୱୟ କମିଟି ସଦସ୍ୟ, ସ୍ରୀମନ୍ଦିର ପ୍ରସାସନ ଅଧିକାରୀ ଉପସ୍ଥିତ ରହିବେ । କରୋନା କଟକଣା ମଧ୍ୟରେ ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବେଶ ନେଇ ଆଲୋଚନା ହେବ । ପ୍ରାୟ ଅଢେଇ ମାସ ହେଲାଣି ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ବାରଣ ରହିଛି । କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଗତ ମେ ୫ ତାରିଖରୁ ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଜାରି ହୋଇଛି । ବର୍ତ୍ତମାନ ପୁରୀ ସମେତ ସମଗ୍ର ରାଜ୍ୟରେ କରୋନାର ଦ୍ୱିତୀୟ ଲହର ତୀବ୍ର ଗତିରେ ବୃଦ୍ଧି ପାଉଥିବାରୁ କର୍ତ୍ତୃପକ୍ଷ ଏହି କଟକଣା ଅବଧିକୁ ବୃଦ୍ଧି କରିଛନ୍ତି ।
More Stories
ଆଜି ହେରାପଞ୍ଚମୀ ନୀତି,ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ…..
ଓଡ଼ିଶା ଆସିବେ ରାଷ୍ଟ୍ରପତି….
ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ପରେ ନିଷ୍ପତ୍ତିକୁ ସ୍ଥଗିତ କଲା ଓଏସ ସଂଘ ….