ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରର ସାଇନ୍ସ ପାର୍କ ନିକଟରେ ଜଣେ ଯୁବକଙ୍କୁ ହୋଇଛି ଛୁରାମାଡ଼। ୨୫ରୁ ଅଧିକ ଯୁବକ ଛୁରାମାଡ଼ କରିଥିବା ସୂଚନା ମିଳିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବିଳମ୍ବିତ ରାତିରେ ଛୁରାମାଡ଼ ହୋଇଥିବା ଜଣାପଡିଛି । ଏନେଇ ସହିଦନଗର ଥାନାରେ ଅଭିଯୋଗ ହେବା ପରେ ପୋଲିସ ଘଟଣାର ତଦନ୍ତ କରୁଥିବା ସୂଚନା ମିଳିଛି ।
More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….
ଏ.ସି.ଏଫ୍. ସୌମ୍ୟରଂଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ….