ରିପୋର୍ଟ କାର୍ଡ / ଭୁବନେଶ୍ୱର
୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ରାଜ୍ୟର ଅର୍ଥ ବିଭାଗ ଦାୟିତ୍ୱ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଥିବାବେଳେ ତାଙ୍କ ବଜେଟ ପେଡ଼ିରେ କ’ଣ ରହିଛି ତାହାକୁ ନେଇ ଅନେକ ଚର୍ଚ୍ଚା ଚାଲିଛି । ଗତ ଆର୍ଥିକ ବର୍ଷ ତୁଳନାରେ ଚଳିତ ବଜେଟର ଆକାର ପ୍ରାୟ ୩୦ ହଜାର କୋଟି ବୃଦ୍ଧି ହେବ ବୋଲି ଆକଳନ କରାଯାଉଛି। ଫଳରେ ବ୍ୟୟବରାଦ ୩ ଲକ୍ଷ କୋଟି ଟଙ୍କା ଛୁଇଁବା ସମ୍ଭାବନା ରହିଛି।
More Stories
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..