ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ବିଭିନ୍ନ ବିଭାଗର ପ୍ରସ୍ତାବ ଉପରେ ଆଲୋଚନା ହେବ। ଏଥିସହ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବଗୁଡ଼ିକୁ କ୍ୟାବିନେଟ୍ ଅନୁମୋଦନ ଦିଆଯିବ ବୋଲି ସୂଚନା ମିଳିଛି।
More Stories
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..
ଲଘୁଚାପ ଘନୀଭୂତ ସମ୍ଭାବନା କମ୍….