ରିପୋର୍ଟ କାର୍ଡ / ଭୁବନେଶ୍ବର
ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ ବୁଧବାର ଅବଗତ କରାଯାଇଛି। ଲୋକସେବା ଭବନରରେ ଅପରାହ୍ନ ୫ଟାରେ ହେବ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ | ଉକ୍ତ ବୈଠକରେ ୫ଟି ବିଭାଗର ୭ଟି ପ୍ରସ୍ତାବ ଅନୁମୋଦନ ହେବାକୁ ରହିଛି। ସେଥିମଧ୍ୟରେ ପୂର୍ତ୍ତ, ରାଜସ୍ବ ଭଳି ଅନ୍ୟାନ୍ୟ ବିଭାଗର ପ୍ରସ୍ତାବ ରହିଥିବା ଜଣାଯାଇଛି।






More Stories
ଛାତ୍ର ସଂସଦ ନିର୍ବାଚନ:ଖର୍ଚ୍ଚରେ ଲାଗିଲା କଟକଣା…..
ଛାତ୍ର ସଂସଦ ନିର୍ବାଚନ ତାରିଖ ଘୋଷଣା…..
ଓଡ଼ିଶାରେ ତିନି ବର୍ଷ ଯାଏ ଖୋଲିବନି ମଦ ଦୋକାନ…..