ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜି ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ପୂର୍ବାହ୍ଣ ୧୧ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ | ହେବାକୁ ଥିବା କ୍ୟାବିନେଟ ବୈଠକରେ ଏକାଧିକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଆସିବା ସମ୍ଭାବନା ରହିଛି। ଭିତ୍ତିଭୂମି, ପାନୀୟ ଜଳ ସମ୍ପର୍କିତ କିଛି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ୍ ମୋହର ଲାଗିପାରେ।






More Stories
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
୧୦ରେ ରାଜ୍ୟ କ୍ୟାବିନେଟ୍…..
ସସ୍ମିତଙ୍କ ଇସ୍ତଫା ଗୃହୀତ…..