ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ବସିବ | ଏହି ବୈଠକରେ ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି। ସୂଚନା ଅନୁଯାୟୀ, ରାଜସ୍ବ,ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ ଓ ଜଳସମ୍ପଦ, ପଞ୍ଚାୟତିରାଜ ଓ ଶିକ୍ଷା, ସ୍ବାସ୍ଥ୍ୟ ବିଭାଗ ଭଳି ବିଭିନ୍ନ ବିଭାଗର ପ୍ରସ୍ତାବ ଉପସ୍ଥାପନ ହେବାର ରହିଛି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..