ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ରାଜ୍ୟ ସଚ୍ଚିବାଳୟରେ ମୁଖ୍ୟମନ୍ତ୍ରୀ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ । ସୂଚନା ଅନୁସାରେ ଆଜି ସଂଧ୍ୟା ୭ଟା ୧୫ ମିନିଟ୍ରେ ଏହି କ୍ୟାବିନେଟ୍ ବୈଠକ ବସିବ । ଏହି ବୈଠକରେ କେଉଁ ସବୁ ପ୍ରସ୍ତାବ ଉପରେ ମୋହର ବାଜିବ । ସେନେଇ କିଛି ସୂଚନା ମିଳିନାହିଁ ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..