ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ମେ’ ୨୦ରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ଅପରାହ୍ନ ୫ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁଥିବା କ୍ୟାବିନେଟ୍ ବୈଠକରେ ପ୍ରାୟ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହେବା ସହ ଅନୁମୋଦନ ଦିଆଯିବ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି।






More Stories
ଶ୍ୱଶୁର,ଶାଶୁଙ୍କୁ ପୋଡି ଦେଲା ଜ୍ୱାଇଁ…..
ନୂଆ ପଦବୀ ମଞ୍ଜୁର କଲେ ରାଜ୍ୟ ସରକାର…..
ମୌସୁମି ଆସିବାକୁ ନେବ ଆଉ ଦୁଇଦିନ ଅଧିକ…..