ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ | ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ସନ୍ଧ୍ୟା ୫ଟା ସମୟରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। କ୍ୟାବିେନେଟ୍ରେ ମୋଟ ୮ଟି ପ୍ରସ୍ତାବକୁ ଅନୁମୋଦନ ମିଳିବ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ପଞ୍ଚାୟତିରାଜ, ନଗର ଉନ୍ନୟନ, ଗୃହ, ଜଳ ସମ୍ପଦ ଏବଂ ପୂର୍ତ୍ତ ବିଭାଗର କେତେକ ପ୍ରସ୍ତାବ ଉପରେ ମୋହର ବାଜିବ ବୋଲି ଜଣାପଡ଼ିଛି।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..