ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲା କନ୍ଫରେନ୍ସ ହଲ୍ଠାରେ ଅପରାହ୍ନ ୫ଟା ସମୟରେ ହେବାକୁ ଥିବା ଏହି ବୈଠକରେ ୭ଟି ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ମିଳିଥିବା ସୂଚନା ମୁତାବକ, ଆଇନ, ପୂର୍ତ୍ତ, ଜଳ ସମ୍ପଦ, ଗୃହ, ସ୍କୁଲ ଓ ଗଣଶିକ୍ଷା ବିଭାଗର କେତେକ ପ୍ରସ୍ତାବ ଉପରେ ମୋହର ବାଜିପାରେ।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ
ଆନ୍ଧ୍ରପ୍ରଦେଶରେ କୋଭିଡ ଆତଙ୍କ; ଗଞ୍ଜାମ ଜିଲ୍ଲାରେ ହାଇଆଲର୍ଟ…..