ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ଉନ୍ନୟନ ଆୟୁକ୍ତ ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇଏଏସ ଦେଓରଞ୍ଜନ କୁମାର ସିଂ । ଗତକାଲି ବରିଷ୍ଠ ଆଇଏଏସ ସ୍ତରରେ ଅଦଳବଦଳ ହୋଇଥିଲା । ଯେଉଁଥିରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଦେଓ ରଞ୍ଜନ କୁମାର ସିଂଙ୍କୁ ରାଜ୍ୟ ଉନ୍ନୟନ ଆୟୁକ୍ତ ନିଯୁକ୍ତ କରାଯାଇଛି। ଏଥିସହ ୧୯୯୩ ବ୍ୟାଚ୍ର ଆଇଏଏସ ଅଧିକାରୀ ଶ୍ରୀ ସିଂ ଯୋଜନା ଓ ସଂଯୋଜନା ବିଭାଗର ସଚିବ ଭାବେ କାର୍ଯ୍ୟ କରିବେ। ସେହିପରି ସେ ରାଜସ୍ବ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ନିର୍ବାହ କରିବେ।






More Stories
୬ରୁ ସକାଳୁଆ କୋର୍ଟ……
ଶ୍ରୀରାମ ନବମୀରେ ଆଇନ ଶୃଙ୍ଖଳା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…..
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..