Report Card Odisha

| Daily Odia News

ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର….

ରିପୋର୍ଟ କାର୍ଡ / ଭୁବନେଶ୍ବର

ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏବେ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୭ ଟଙ୍କା ୬୪ ପଇସାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହା ଥିଲା ୫ ଟଙ୍କା ୯୦ ପଇସା। ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଯାଏ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୧୦ ଟଙ୍କା ୯୪ ପଇସାକୁ ବୃଦ୍ଧି ହୋଇଛି। ପୂର୍ବରୁ ଏହା ଥିଲା ୮ ଟଙ୍କା ୮୨ ପଇସା। ଏବେ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୭ ଟଙ୍କା ୬୪ ପଇସାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହା ଥିଲା ୫ ଟଙ୍କା ୯୦ ପଇସା। ଏଣେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଯାଏ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୧୦ ଟଙ୍କା ୯୪ ପଇସାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହା ଥିଲା ୮ ଟଙ୍କା ୮୨ ପଇସା। ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ଖର୍ଚ୍ଚ ସରକାର ବଢ଼ାଇଛନ୍ତି ସରକାର | ଆସନ୍ତାକାଲିଠାରୁ ଏହି ବର୍ଦ୍ଧିତ ଖର୍ଚ୍ଚ ପ୍ରଦାନ କରିବାକୁ ନିଷ୍ପତ୍ତି ହୋଇଛି।

Breaking News