Report Card Odisha

| Daily Odia News

ବରିଷ୍ଠ ନାଗରିକଙ୍କୁ ଶିରିଡ଼ି ବୁଲା‌ଇବେ ରାଜ୍ୟ ସରକାର….

ରିପୋର୍ଟ କାର୍ଡ / ଭୁବନେଶ୍ବର

ବରିଷ୍ଠ ନାଗରିକଙ୍କୁ ଶିରିଡ଼ି ବୁଲା‌ଇବେ ରାଜ୍ୟ ସରକାର। ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରୀ ଟ୍ରେନ୍ ଚଳାଚଳ କରିବ। ଏହି ସତନ୍ତ୍ର ଟ୍ରେନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ରେଳ ଷ୍ଟେସନରେ ଉଦଘାଟନ କରିଛନ୍ତି। ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରୀ ଟ୍ରେନ୍ ର ଆଧ୍ୟାତ୍ମିକ ଯାତ୍ରା ଶ୍ରଦ୍ଧାଳୁଙ୍କୁ ଦିବ୍ୟ ଅନୁଭୂତି ପ୍ରଦାନ କରିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

Breaking News