ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭାରେ ଆଗତ ହୋଇଥିବା ୩ଟି ବିଲ୍କୁ ଆଜି ସରକାର ପ୍ରତ୍ୟାହାର କରିନେଇଛନ୍ତି। ଶୂନ୍ୟକାଳରେ ବିରୋଧିଙ୍କ ହଟଗୋଳ ମଧ୍ୟରେ ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ତଥା ପଛୁଆବର୍ଗ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଓଡିଶା ରାଜ୍ୟ ପଛୁଆ ବର୍ଗ କମିଶନ ସଂଶୋଧନ ବିଲ୍ ୨୦୨୩ | ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀଙ୍କ ପକ୍ଷରୁ ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ ଓଡିଶା ଆପାର୍ଟମେଣ୍ଟ ବିଲ୍ ୨୦୨୩ | ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲିକ ଜମି ଅଧିଗ୍ରହଣ, ଥଇଥାନ ଏବଂ ପୁର୍ନବାସ ଏବଂ କ୍ଷତିପୂରଣ ପ୍ରଦାନ ସଂଶୋଧନ ବିଲ୍ ୨୦୨୩କୁ ଆଜି ପ୍ରତ୍ୟାହାର କରି ନେଇଛନ୍ତି।






More Stories
ଗୃହରକ୍ଷୀଙ୍କ ଦୈନିକ ଭତ୍ତା ବୃଦ୍ଧି…..
ଦେବାଶିଷଙ୍କ ପ୍ରାର୍ଥିପତ୍ର କାଏମ୍…..
ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ…..