ରିପୋର୍ଟ କାର୍ଡ / ଭୁବନେଶ୍ୱର
ଖୋର୍ଦ୍ଧା ଜଟଣୀରୁ ୧.୩୨ କୋଟିର ବ୍ରାଉନ ସୁଗାର ଜବତ ହୋଛି | ଏହା ସହିତ ୩ ଜଣଙ୍କୁ ଗିରଫ କରିଛି ଏସ୍ଟିଏଫ୍ । ଜବତ ହୋଇଥିବା ବ୍ରାଉନ୍ ସୁଗାରର ମୂଲ୍ୟ ପ୍ରାୟ ୧ କୋଟି ୩୨ ଲକ୍ଷ ଟଙ୍କା ହେବ ବୋଲି ଜଣା ପଡିଛି । ବ୍ରାଉନ୍ ସୁଗାର ସହିତ ନଗଦ ୧ ଲକ୍ଷ ୬୫ ହଜାର ଟଙ୍କା ଜବତ କରାଯାଇଛି । କ୍ରାଇମବ୍ରାଞ୍ଚ ଏସଟିଏଫ୍ ପକ୍ଷରୁ ଅଚାନକ ଚଢଉ କରାଯିବା ସହିତ ଏକ ବଡ ଧରଣର ଡ୍ରଗ୍ସ ଚାଲାଣକୁ ରୋକା ଯାଇ ପାରିଛି ।






More Stories
ତରଭୁଜ ନେଲା ଜୀବନ,୩ ଅସୁସ୍ଥ…..
ସୌମ୍ୟ ହତ୍ୟା ମାମଲା:ବନ୍ଧା ହେଲା ମୁଖ୍ୟ ଅଭିଯୁକ୍ତ ଚିନୁ…..
ତିରିଂ ଅଞ୍ଚଳରେ ଡବଲ ମର୍ଡର ……