ରିପୋର୍ଟ କାର୍ଡ / ଭୁବନେଶ୍ଵର
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ଶୁଭାରମ୍ଭ କରିଛନ୍ତି। ଏଣିକି ହିତାଧିକାରୀ ଅଭିଯୋଗ କଲେ ବିଭାଗ ଉତ୍ତର ରଖିପାରିବ। ପୂର୍ବରୁ ପୋର୍ଟାଲ ଥିଲା, କେବଳ ଅଭିଯୋଗ ଆସୁଥିଲା, ଉତ୍ତର ମିଳୁ ନ ଥିଲା। ସୁଭଦ୍ରା ଯୋଜନାରୁ କାହିଁକି ବାଦ୍ ପଡିଲେ ଜଣାଇ ଦିଆଯିବ। ସେମାନେ କ’ଣ କଲେ ସାମିଲ ହୋଇପାରିବେ ଜଣାଇ ଦିଆଯିବ। ୨ ଲକ୍ଷ ୮୫ ହଜାର ବାଦ ପଡ଼ିଛନ୍ତି, ସମାଧାନର ରାସ୍ତା ବାହାରିବ ।






More Stories
‘ଇ-ଡିଟେକ୍ସନ୍’;ଆପେଆପେ କଟିବ ଚାଲାଣ….
ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ;ମିଳିବ ନିଯୁକ୍ତି……
ଡିଜିପି ମନୋନୟନ ମାମଲା;ଆଜି ସୁପ୍ରିମକୋର୍ଟରେ ଶୁଣାଣି…..