ରିପୋର୍ଟ କାର୍ଡ / ଭୁବନେଶ୍ୱର
ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାର୫ମ କିସ୍ତି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଯିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆନୁଷ୍ଠାନିକ ଭାବେ ସୂଚନା ଦେଇଛନ୍ତି। ଚଳିତଥର ୧ କୋଟି ୩ ଲକ୍ଷ ୨୬ ହଜାର ୧୬୨ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ । ସେଥିମଧ୍ୟରୁ ୨ ଲକ୍ଷ ୨୧ ହଜାର ୫୪ ଜଣ ହିତାଧିକାରୀ ପ୍ରଥମ ଥର ପାଇଁ ସୁଭଦ୍ରା ଟଙ୍କା ପାଇବେ।






More Stories
ଛାତ୍ର ସଂସଦ ନିର୍ବାଚନ:ଖର୍ଚ୍ଚରେ ଲାଗିଲା କଟକଣା…..
ଛାତ୍ର ସଂସଦ ନିର୍ବାଚନ ତାରିଖ ଘୋଷଣା…..
ଓଡ଼ିଶାରେ ତିନି ବର୍ଷ ଯାଏ ଖୋଲିବନି ମଦ ଦୋକାନ…..