ରିପୋର୍ଟ କାର୍ଡ / ଭୁବନେଶ୍ୱର
ସୁଶାସନ ଦିବସ କାର୍ଯ୍ୟକ୍ରମରେ ସୁଭଦ୍ରା ଯୋଜନାକୁ ନେଇ ମୁଖ୍ୟମନ୍ତ୍ରୀ ବଡ଼ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମାର୍ଚ୍ଚରେ ମିଳିବ ଦ୍ବିତୀୟ କିସ୍ତି ସୁଭଦ୍ରା ଟଙ୍କା। ଦ୍ବିତୀୟ କିସ୍ତି ଟଙ୍କା ସମସ୍ତଙ୍କୁ ଏକା ସହ ଯିବ। ଜାନୁଆରୀରେ କୋଟିଏ ମହିଳାଙ୍କୁ ପ୍ରଥମ କିସ୍ତି ଟଙ୍କା ଦିଆଯିବ। ପୂର୍ବରୁ ପ୍ରଥମ କିସ୍ତିର ୩ଟି ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଖାତାକୁ ଆସିସାରିଛି । ଆଉ ଜାନୁଆରୀ ମାସରେ ଆସିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା।






More Stories
ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ…..
ହ୍ବାଟ୍ସ ଆପ୍ରେ ମିଳିବ ରାଜସ୍ୱ ସେବା…..
ଶିଶୁ ବାଟିକା ପିଲାଙ୍କୁ ମାଗଣା ପୋଷାକ…..