ରିପୋର୍ଟ କାର୍ଡ / ଭୁବନେଶ୍ୱର
ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅଧିକ ସଂଖ୍ୟକ ଯୋଗ୍ୟ ହିତାଧିକାରୀଙ୍କୁ ଏହି ଯୋଜନାରେ ଯୋଡ଼ିବା ପାଇଁ ପ୍ରୟାସ କରାଯାଉଛି। ଏହି ଆବେଦନ ପ୍ରକ୍ରିୟା ୧ ଏପ୍ରିଲରୁ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହା ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ନୂତନ ହିତାଧିକାରୀ ଯୋଡ଼ିବା ପାଇଁ ହେଉଛି। ଏଥିରେ ଯେଉଁମାନେ ସାମିଲ ହେବେ ସେହି ମହିଳାମାନଙ୍କ ବୟସ ୧ ଏପ୍ରିଲ ୨୦୨୬ ସୁଦ୍ଧା ୨୧ ବର୍ଷ ବୟସ ହୋଇଥିବା ଆବଶ୍ୟକ |






More Stories
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..
ଟୁରିଷ୍ଟ ବସ୍ ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..