ରିପୋର୍ଟ କାର୍ଡ / ଭୁବନେଶ୍ୱର
ସୁଭଦ୍ରାକୁ ନେଇ ବଡ଼ ଖୁଲାସା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କହିଛନ୍ତି, ସୁଭଦ୍ରା ଯୋଜନା ପାଇଁ ରାଜ୍ୟର ୧୫୭ ଜଣ ପୁରୁଷ ଆବେଦନ କରିଛନ୍ତି। ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆହୁରି କହିଛନ୍ତି, ଆଧାର କାର୍ଡର ଯେତେବେଳେ ବ୍ୟାଙ୍କ ଲିଙ୍କ ଡାଟା ଆସିଲା ସେତେବେଳେ ଏ ତଥ୍ୟ ସାମ୍ନାକୁ ଆସିଲା। ବେଳେବେଳେ ପୁଅ ନାଁ ଓ ଝିଅଙ୍କ ନାଁ ଏକା ଭଳି ଥାଏ। ସେମାନେ ଭୁଲବଶତଃ ଆବେଦନ କରିଦେଇଥିବେ। କିନ୍ତୁ ସେମାନଙ୍କୁ ଏଥିରୁ ବାଦ୍ ଦିଆଯାଇଛି। ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆହୁରି କହିଛନ୍ତି, ଆଧାର କାର୍ଡର ଯେତେବେଳେ ବ୍ୟାଙ୍କ ଲିଙ୍କ ଡାଟା ଆସିଲା ସେତେବେଳେ ଏ ତଥ୍ୟ ସାମ୍ନାକୁ ଆସିଲା। ବେଳେବେଳେ ପୁଅ ନାଁ ଓ ଝିଅଙ୍କ ନାଁ ଏକା ଭଳି ଥାଏ। ସେମାନେ ଭୁଲବଶତଃ ଆବେଦନ କରିଦେଇଥିବେ। କିନ୍ତୁ ସେମାନଙ୍କୁ ଏଥିରୁ ବାଦ୍ ଦିଆଯାଇଛି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..