ରିପୋର୍ଟ କାର୍ଡ / ଭୁବନେଶ୍ୱର
ନଭେମ୍ବର ୨୪ରେ ଆସିବ ସୁଭଦ୍ରା ଟଙ୍କା। ଏନେଇ ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସୁନ୍ଦରଗଡରେ ଆୟୋଜିତ କାର୍ଯ୍ୟକ୍ରମରେ ଏହାର ଆରମ୍ଭ କରାଯିବ ।ଏହି ପର୍ଯ୍ୟାୟରେ ୨୦ ଲକ୍ଷରୁ ଅଧିକ ହିତାଧିକାରୀ ମହିଳାଙ୍କୁ ଟଙ୍କା ମିଳିବ । ସେମାନଙ୍କ ଆକାଉଣ୍ଟକୁ ସିଧାସଳଖ ଟଙ୍କା ଯିବ । କିିଛି ହିତାଧିକାରୀଙ୍କ ଡକ୍ୟୁମେଣ୍ଟରେ ସମସ୍ୟା ଥିବାରୁ ସେମାନଙ୍କ ଆକାଉଣ୍ଟକୁ ଟଙ୍କା ଯିବା ବିଳମ୍ବ ହୋଇଥିଲା । ଆକାଉଣ୍ଟ ସଂଶୋଧନ ହୋଇ ଯାଇଥିଲେ ଟଙ୍କା ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି |






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….