ରିପୋର୍ଟ କାର୍ଡ / ଭୁବନେଶ୍ୱର
ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ସମ୍ପତ୍ତି ତାଲିକା ଦାଖଲ ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଗ୍ରୁପ ‘ଏ’ ଠାରୁ ଆରମ୍ଭ କରି ଗ୍ରୁପ ‘ଡି’ ପର୍ଯ୍ୟନ୍ତ ସମସ୍ତଙ୍କୁ ଦାଖଲ ନିର୍ଦ୍ଦେଶ ଦିଆଯାଇଛି। ଏଚ୍ଆର୍ଏମ୍ଏସ୍ ପୋର୍ଟାଲରେ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଅପଲୋଡ୍ ପାଇଁ ସରକାର ପରାମର୍ଶ ଦେଇଛନ୍ତି। ୨୦୨୫ ବର୍ଷ ପାଇଁ ଶେଷ ସୁଯୋଗ, ନ କଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଜିଏ ବିଭାଗ ପକ୍ଷରୁ ସବୁ ସରକାରୀ ବିଭାଗ, ଆର୍ଡିସି ଏବଂ ଜିଲାପାଳଙ୍କୁ ଚିଠି ହୋଇଛି।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..