ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅଗ୍ନିଶମ ମହାନିର୍ଦ୍ଦେଶକ ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ଆଇପିଏସ ସୁଧାଂଶୁ ଷଡ଼ଙ୍ଗୀ । କଟକ ଅଗ୍ନିଶମ ବିଭାଗର ମୁଖ୍ୟାଳୟାରେ ଦାୟିତ୍ବ ଗ୍ରହଣ କରିଛନ୍ତି । ତେବେ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବରିଷ୍ଠ ଆଇପିଏସସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ୧୯୯୦ ବ୍ୟାଚ୍ ଆଇପିଏସ୍ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଅଗ୍ନିଶମ ଡିଜି ଭାବେ ବଦଳି କରାଯାଇଛି। ପୂର୍ବରୁ ସ୍ପେଶାଲ ଡିଜି ପୋଲିସ ରେଲୱେ ଆଣ୍ଡ କୋଷ୍ଟାଲ ସିକ୍ୟୁରୀଟି ଭାବରେ କାର୍ଯ୍ୟରତ ଥିଲେ।






More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା:କୋର୍ଟରେ ଆତ୍ମସମର୍ପଣ କଲେ ସଂଗ୍ରାମ ବେହେରା…..
ଗଣଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କମ୍ୟୁନିଷ୍ଟ…..
ସ୍ବର୍ଣ୍ଣ ଜିତିଲେ ମୀରାବାଈ ଚାନୁ…..