ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତାକାଲି ଅର୍ଥାତ୍ ୨୧ ତାରିଖଠାରୁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲର ଗ୍ରୀଷ୍ମକାଳୀନ ଛୁଟି ଘୋଷଣା ହୋଇଛି। ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ତେବେ ଏହା ପୂର୍ବରୁ ଦୁଇ ଦିନ ଛୁଟି ଘୋଷଣା କରାଯାଇଥିଲା। ଯାହା ପରେ ଶୁକ୍ରବାରଠୁ ଖୋଲିଥାନ୍ତା। ହେଲେ ବଢୁଥିବା ଖରାକୁ ନେଇ ସରକାର ଦ୍ୱାଦଶ ଶ୍ରେଣୀ ଯାଏ ସ୍କୁଲରେ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରିଛନ୍ତି । ତେବେ ବର୍ତ୍ତମାନର ନିଷ୍ପତ୍ତି ଅନୁସାରେ ଜୁନ ୧୬ ଯାଏ ସ୍କୁଲ ବନ୍ଦ ରହିବ।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..