ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜ୍ୟରେ ଖରାକୁ ଦୃଷ୍ଟିରେ ଏହି ପଦକ୍ଷେପ ନିଆଯାଇଛି | ଆସନ୍ତାକାଲିଠୁ ଦ୍ୱାଦଶ ଶ୍ରେଣୀ ଯାଏଁ ସ୍କୁଲରେ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲରେ ଖରା ଛୁଟି ଘୋଷଣା ହୋଇଛି। ଏବର୍ଷ ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଏକାଧିକ ସହରରେ ତାପମାତ୍ରା ୪୦ ଡିଗ୍ରୀକୁ ପାର କରିଛିା ତେଣୁ ପୂର୍ବରୁ ସାଧାରଣତଃ ମେ’ ମାସରେ ହେଉଥିବା ଖରା ଛୁଟିକୁ ଏଥର ଆଗୁଆ ଘୋଷଣା କରାଯାଇଛି। ତେବେ ସ୍କୁଲ କେବେ ଖୋଲିବ ସେନେଇ କିଛି ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇ ନାହିଁ।






More Stories
ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ…..
ତୃତୀୟ ଲିଙ୍ଗ ଦେଇପାରିବେ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା…..
ପୁଣି ବଢ଼ିଲା ଡ୍ରପ୍ ଆଉଟ୍…..