ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ସମ୍ଭାବ୍ୟ ବୈଠକ ହେବ। ଏହି ସମ୍ପର୍କରେ ଋଷିଆ ଏବଂ ଭାରତ ମଧ୍ୟରେ ଆଲୋଚନା ଚାଲିଛି। ଚଳିତ ବର୍ଷ ଦୁଇ ନେତାଙ୍କ ମଧ୍ୟରେ ବୈଠକ ବସିବ। ବୈଠକ କୁ ସଫଳତାର ସହ ଆୟୋଜନ କରିବା ପାଇଁ ଉଚ୍ଚସ୍ତରରେ ବିଚାରବିମର୍ଶ ଚାଲିଥିବା ଋଷିଆର ନ୍ୟୁଜ ଏଜେନ୍ସି ଆରଆଇ ଏହି ସୂଚନା ଦେଇଛି।






More Stories
ନଦୀରେ ଓଲଟିଲା ଡଙ୍ଗା…..
୧୫ ନବଜାତ ଜୀବନ୍ତ ଦଗ୍ଧ……
ସ୍ବାଇନ ଫ୍ଲୁ ସଂକ୍ରମଣ ; ସବୁ ସ୍କୁଲକୁ ସତର୍କତା ଜାରି…..