ରିପୋର୍ଟ କାର୍ଡ / ଭୁବନେଶ୍ୱର
କିଛି ଦିନ ପୂର୍ବେ ବିଜେଡିକୁ ବାଏ ବାଏ କହିଥିବା ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଆଜି ବିଜେପିରେ ସାମିଲ ହୋଇଛନ୍ତି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ନିଜ ସମର୍ଥକଙ୍କ ସହ ସେ ବିଜେପିରେ ସାମିଲ ହୋଇଛନ୍ତି । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ପଦ୍ମ ଧରିଛନ୍ତି ସୁନନ୍ଦା। ୨୦୧୯ରୁ ୨୦୨୪ ପର୍ଯ୍ୟନ୍ତ ବରୀରୁ ବିଜେଡି ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ସୁନନ୍ଦା । ମାତ୍ର ଏହି ନିର୍ବାଚନରେ ତାଙ୍କୁ ଟିକେଟ ଦେଇ ନ ଥିଲା ଦଳ। ଦଳରେ ଅଣଦେଖା ହେଉଥିବା ଅଭିଯୋଗ ଆଣି ଗତ ୨୯ ତାରିଖରେ ବିଜେଡି ଛାଡ଼ିଥିଲେ ସୁନନ୍ଦ। ।






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……