ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଉତ୍ତରପ୍ରଦେଶର ଲଖୀମପୁର ଖେରୀ ହିଂସାକାଣ୍ଡ ମାମଲାର ମୁଖ୍ୟ ଅଭିଯୁକ୍ତ ଆଶୀଷ ମିଶ୍ରା ଙ୍କୁ ଜାମିନ ମିଳିଛି । କୃଷକଙ୍କ ଉପରେ ଗାଡ଼ି ଚଢ଼ାଇଦେବା ନେଇ ଆଶୀଷଙ୍କ ଉପରେ ମାମଲା ଲାଗିଥିଲା । ତେବେ ଏହି ମାମଲାରେ ଆଶୀଷଙ୍କୁ ସୁପ୍ରିମକୋର୍ଟ ଜାମିନ୍ ପ୍ରଦାନ କରିଛନ୍ତି । ଆଶୀଷଙ୍କୁ ସୁପ୍ରିମକୋର୍ଟ ୮ ସପ୍ତାହ ପାଇଁ ଅନ୍ତରୀଣ ଜାମିନ୍ ପ୍ରଦାନ କରିଛନ୍ତି । ପୂର୍ବ ଶୁଣାଣି ସମୟରେ ସର୍ବୋଚ୍ଚ ଅଦାଲତ ଆଶୀଷଙ୍କ ଜାମିନ ନିଷ୍ପତ୍ତିକୁ ସଂରକ୍ଷିତ ରଖିଥିଲେ ।






More Stories
ଅସ୍ତ୍ର ବିରତି ସତ୍ତ୍ବେ ଇସ୍ରାଏଲର ଆକ୍ରମଣ ଜାରି….
ସାରା ରାଜ୍ୟ ଉପରେ ରହିବ ସରକାରଙ୍କ ନଜର….
ଆଜି ଆସାମ,କେରଳ ଓ ପୁଡୁଚେରୀ ନିର୍ବାଚନ…..