ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀର ପୂର୍ବତନ ସ୍ଵାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ଜାମିନ ଅବଧି ବୃଦ୍ଧି ହୋଛି | ଆଜି ୧୨ ସେପ୍ଟେମ୍ଵର ଯାଏଁ ଜାମିନ ବଢାଇଛନ୍ତି ସୁପ୍ରିମ୍ କୋର୍ଟ | ଅର୍ଥ ହେରଫେର ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟର ନିର୍ଦ୍ଦେଶରେ ଥିବା ଦିଲ୍ଲୀର ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ସୁପ୍ରିମକୋର୍ଟଙ୍କଠାରୁ ଏକ ବଡ଼ ଆଶ୍ଵସ୍ତି ପାଇଛନ୍ତି। ତାଙ୍କ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ମେଡିକାଲ ଭିତ୍ତିରେ ମଧ୍ୟବର୍ତ୍ତୀ ଜାମିନର ଅବଧି ୧୨ ସେପ୍ଟେମ୍ବର ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।






More Stories
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..
ଇରାନ ଉପରେ ବଙ୍କର ବଷ୍ଟର ମାଡ଼ କଲା ଆମେରିକା…..