ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀର ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ଜାମିନ ଶୁଣାଣି ଆଜି ସୁପ୍ରିମକୋର୍ଟରେ ସ୍ଥଗିତ ରଖାଯାଇଛି। ସ୍ବାସ୍ଥ୍ୟ ଆଧାରରେ ଆମ ଆଦମୀ ପାର୍ଟି ନେତା ସତ୍ୟେନ୍ଦ୍ରଙ୍କୁ ଦିଆଯାଇଥିବା ଜାମିନକୁ ସେପ୍ଟେମ୍ବର ୨୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଅନ୍ୟପଟେ ସତ୍ୟେନ୍ଦ୍ରଙ୍କଙ୍କୁ ଆତ୍ମସମର୍ପଣ କରିବାକୁ କୁହାଯାଉ ବୋଲି ଏହି ସମୟରେ ଇଡି ଦାବି କରିଛି। ସୂଚନାଯୋଗ୍ୟ, ମନି ଲଣ୍ଡରିଂ ମାମଲାରେ ଇଡି ମେ’ ୨୦୨୨ରେ ସତ୍ୟେନ୍ଦ୍ର ଜୈନଙ୍କୁ ଗିରଫ କରିଥିଲା।






More Stories
ରାଜପାଲ ଙ୍କୁ ମିଳିଲା ଜାମିନ…..
ଆସନ୍ତାକାଲି ସୂର୍ଯ୍ୟଗ୍ରହଣ….
ଆଜିଠୁ ଏଆଇ ଇମ୍ପାକ୍ଟ ଏକ୍ସପୋ ୨୦୨୬…..