ରିପୋର୍ଟ କାର୍ଡ / ଭୁବନେଶ୍ବର
ଗୋବିନ୍ଦ ସାହୁ ମୃତ୍ୟୁ ଘଟଣାରେ ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଜେଲ ୱାର୍ଡରଙ୍କୁ ନିଲମ୍ବନ କରାଯାଇଛି। ଜେଲ ୱାର୍ଡର ଅକ୍ଷୟ କୁମାର ମହାନ୍ତି ନିଲମ୍ବିତ ହୋଇଛନ୍ତି। କାର୍ଯ୍ୟରେ ଅବହେଳା ଯୋଗୁ ଜେଲ ୱାର୍ଡର ନିଲମ୍ବିତ କରାଯାଇଛି। ଜେଲ ୱାର୍ଡର ଅକ୍ଷୟ କୁମାର ମହାନ୍ତିଙ୍କୁନିଲମ୍ବନ ନେଇ ସମ୍ବଲପୁର ଜେଲ ଡିଆଇଜିଙ୍କ ସୂଚନା ଦେଇଛନ୍ତି।
More Stories
୯ ପୋଲିସ ଅଧିକାରୀ ପାଇବେ ଫାଶୀ…..
କାଲିଠୁ ମହଙ୍ଗା ହେବ ବିମାନଯାତ୍ରା…..
୧୦ ପର୍ଯ୍ୟନ୍ତ କାଳବୈଶାଖୀ…..