ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ଭୁବନେଶ୍ୱରର ସହିଦ ନଗର ଥାନା ସବ୍-ଇନ୍ସପେକ୍ଟର ପ୍ରିୟବ୍ରତ ପ୍ରଧାନଙ୍କୁ ନିଲମ୍ବନ କରିଛନ୍ତି ପୁଲିସ କମିଶନର। ଜଣେ ବ୍ୟକ୍ତିଙ୍କଠାରୁ ଜବତ ହୋଇଥିବା ଡ୍ରାଇଭିଂ ଲାଇସେନ୍ସ (DL)କୁ ଫେରାଇ ଦେବା ପାଇଁ ଗତକାଲି ସେ ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଥିଲେ।
More Stories
ମୁଖ୍ୟମନ୍ତ୍ରୀଙ୍କୁ ସୁଆଦ ବିଞ୍ଝାରପୁର ଦେଶୀଗାଈ କ୍ଷୀର…..
ସାଢ଼େ ୬ ଘଣ୍ଟା ପରେ ନଦୀରୁ ବାହାରିଲା କାର……
ମଣ୍ଡି ଦାୟିତ୍ଵରେ ରହିବେ ମନ୍ତ୍ରୀ…..