ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେଡି କର୍ମୀ ଙ୍କୁ ଭାରୀପଡିଛି ଦଳ ବିରୋଧୀ କାର୍ଯ୍ୟ | ସେଥି ପାଇଁ ଦଳରୁ ନିଲମ୍ବିତ ହୋଇଛନ୍ତି ବାଣୀ କଲ୍ୟାଣ ମହାନ୍ତି | ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ସସପେଣ୍ଡ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ବିଜେଡି ର ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ। ବାଣୀ କଲ୍ୟାଣ ମହାନ୍ତି ରାଜ୍ୟ ସାଧାରଣ ସମ୍ପାଦକ ସଦସ୍ୟ ଥିଲେ। ତେବେ ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବିଜେଡି ରୁ ନିଲମ୍ବିତ କରାଯାଇଛି |






More Stories
CMOରୁ ଫାଇଲ୍ ଗାଏବ ମାମଲା; ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ କିରାଣି ଘରେ ଚଢ଼ଉ…..
ସୌମ୍ୟ ହତ୍ୟା ଘଟଣା ; ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ…..
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……